କଟକରେ ଯୁବକଙ୍କୁ ଗୁଳିମାଡ଼

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କଟକ: କଟକ ନୂଆ ବଜାର ଅଞ୍ଚଳରେ ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ ସଞ୍ଜୟ ତରାଇ ନାମକ ଜଣେ ଯୁବକ ଆହତ ହୋଇଥିବା ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ ସଞ୍ଜୟ ସାଇକେଲରେ ନିଜ ଘରକୁ ଫେରୁଥିବା ବେଳେ ଗୁଳିମାଡ଼ର ଶିକାର ହୋଇଥିଲେ। ତାଙ୍କୁ ଏସ୍ ସି ବି ମେଡିକାଲରେ ଭର୍ତ୍ତି କରାଯାଇଛି। ଚାଉଳିଆଗଞ୍ଜ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

powered by social2s