ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି। ରାଖିପୂର୍ଣ୍ଣିମାରେ ଛାତ୍ରୀଙ୍କୁ ଟେକି ନେଇ ଗଣଦୁଷ୍କର୍ମ କରାଯାଇଥିବା ସୂଚନା। ଘଟଣାରେ ୫ ଜଣଙ୍କୁ ଧରିଲା ପୋଲିସ ।

powered by social2s