ଝାରସୁଗୁଡ଼ାରେ ଫୁଟିଲା ଗୁଳି

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଝାରସୁଗୁଡ଼ା: ଝାରସୁଗୁଡ଼ା ସହରର ରେଲୱେ କଲୋନୀରେ ଜଣେ ରେଳବାଇ କର୍ମଚାରୀଙ୍କ ଘର ଉପରକୁ ଗୁଳିମାଡ଼ ହୋଇଛି। ବିଳମ୍ବିତ ରାତିରେ ୪ ରାଉଣ୍ଡ ଗୁଳିମାଡ଼ କରିଛି ଦୁର୍ବୃତ୍ତ। ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ । ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର ହୋଇଥିବା ସୂଚନା। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି।

powered by social2s