ଭୁବନେଶ୍ୱର: ବିଷ ପିଇ ଜୀବନ ହାରିଲେ ମହିଳା ହୋମଗାର୍ଡ ଭୁବନେଶ୍ବର ଚନ୍ଦ୍ରଶେଖରପୁର ମଣ୍ଡପ ବସ୍ତି ଆପାର୍ଟମେଣ୍ଟରେ ବିଷ ପିଇଦେଲେ ମହିଳା। କାଲି ବିଷ ପିଇ ଜୀବନ ହାରିଥିବା ପରିବାର ଲୋକଙ୍କ ଅଭିଯୋଗ କରିଛନ୍ତି। ୬ ମାସ ତଳେ ସ୍ବାମୀଙ୍କ ମୃତ୍ୟୁ ହୋଇଥିଲା। ତାଙ୍କର ଦୁଇଟି ପିଲା ଅଛନ୍ତି। ମାନସିକ ଦୁଶ୍ଚିନ୍ତାରୁ ଜୀବନ ହାରିଥିବା କହିଲେ ପରିବାର ଲୋକେ।
powered by social2s