ବିନିକା: ସୁବର୍ଣ୍ଣପୁର ଜିଲ୍ଲା ଜାତୀୟ ରାଜପଥ-୨୬ ଫଟାମୁଣ୍ଡାରେ ଅଢେଇ କ୍ବିଣ୍ଟାଲ୍ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରି ଏକ ବୋଲେରୋ ଜବତ କରିଛି ଡୁଙ୍ଗୁରିପାଲି ପୋଲିସ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବା ନେଇ ସୂଚନା।
powered by social2s