ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀ ଧନେଶ୍ୱର ଝାଙ୍କର ଆହତ ହୋଇଥିବା ସୂଚନା। ଡୁମଚାଲି ଜଙ୍ଗଲ ଅଞ୍ଚଳରେ ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଧନେଶ୍ୱର ଝାଙ୍କର ଓରଫ ଟିମା ଆହତ ହୋଇଛି। ଟିମାର ଡାହାଣ ଗୋଡ଼ରେ ବାଜିଛି ଗୁଳି। ଟିମାକୁ ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଟିମା ନାଁରେ ବିଭିନ୍ନ ଜିଲ୍ଲାରେ ୪୦ରୁ ଅଧିକ ରାହାଜାନି, ଡକାୟତି ଓ ଆଲୁମିନିଅମ୍ ତାର ଚୋରି ଭଲି ମାମଲା ରହିଛି। ଟିମାର ୩ ସହଯୋଗୀଙ୍କୁ ଧରିଲା ପୋଲିସ।

powered by social2s