ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଅଙ୍କିତ ଘୋଷ ଆହତ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଓପିଏମ୍‌ ଇବ୍‌ ନଦୀ ଘାଟରେ ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଅଙ୍କିତ ଘୋଷ ଆହତ ହୋଇଥିବା ସୂଚନା। ପୋଲିସକୁ ଦେଖି ଗୁଳି ଚଳାଇବା ପରେ ଏନ୍‌କାଉଣ୍ଟର କରାଯାଇଛି। ଅଙ୍କିତର ଡାହାଣ ଗୋଡ଼ରେ ବାଜିଛି ଗୁଳି। ତାକୁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଙ୍କିତ ନାଁରେ ହତ୍ୟା, ଡକାୟତି ଭଳି ୭ଟି ମାମଲା ରହିଛି। ମହିଳାଙ୍କୁ ବନ୍ଧୁକ ଦେଖାଇ ଧମକ ଦେବା ଘଟଣାରେ ଖୋଜୁଥିଲା ପୋଲିସ।

powered by social2s