କେନ୍ଦୁଝରରେ ୫ ଡକାୟତ ଗିରଫ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କେନ୍ଦୁଝର: କେନ୍ଦୁଝରରେ ୫ ଜଣ ଡକାୟତ ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ଯୋଡ଼ା ଥାନା କଣ୍ଡରା ନିକଟରେ ଡକାୟତି ଯୋଜନା କରୁଥିବା ବେଳେ ଗିରଫ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ଠାରୁ ଗୋଟିଏ ବନ୍ଧୁକ ସହ କାର ଜବତ କରାଯାଇଛି।

powered by social2s