ରାୟଗଡ଼ାରେ ୮୦ ଲକ୍ଷରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ରାୟଗଡ଼ାରେ ୮୦ ଲକ୍ଷରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ ରାୟଗଡ଼ା: ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ମାଳିଧେପାଗୁଡ଼ା ଗାଁରେ ୭ କୁଇଣ୍ଟାଲ ୮୦ କେଜି ଗଞ୍ଜେଇ ଜବତ କରିଛି ପୋଲିସ। ବାପା ଓ ଦୁଇ ପୁଅ ସମେତ ୬ ଜଣ ଗିରଫ ହୋଇଥିବା ସୂଚନା ମିଳିଛି। ଟ୍ରକରେ ଗଞ୍ଜେଇ ଲୋଡ ହେଉଥିବା ବେଳେ ଜବତ ହୋଇଥିବା ଜଣାପଡ଼ିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୮୦ ଲକ୍ଷ ଟଙ୍କାରୁ ଅଧିକ।

powered by social2s