ଭୁବନେଶ୍ୱର: ଭୁବନେଶ୍ୱର ଗଙ୍ଗନାଗର ଅଂଚଳରେ ଏକ କାରରୁ ୫୦ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ମୋବାଇଲ ସ୍କୁୱାଡ଼ । କନ୍ଧମାଳରୁ ଭୁବନେଶ୍ୱର ଆସୁଥିଲା ଗଞ୍ଜେଇ। ଜବତ ଗଞ୍ଜେଇ ର ଆନୁମାନିକ ମୂଲ୍ୟ ୨.୫ ଲକ୍ଷ ଟଙ୍କା ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ଦୁଇ ଜଣ ଗିରଫ ହୋଇଛନ୍ତି।
powered by social2s