ପୁରୀରେ ବୋମାମାଡ଼

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ପୁରୀ ଅଠରନଳା ଅଞ୍ଚଳରେ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି। ଏକ ହୋଟେଲ ଆଗରେ ପାଞ୍ଚଟି ବୋମାମାଡ଼ କରି ଫେରାର ହୋଇଯାଇଛନ୍ତି ଦୁର୍ବୁତ୍ତ।

powered by social2s