ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ଆମ୍ବପୁଆ ଗାଁରେ ଜଣେ ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଏକ ଭଡ଼ା ଘରୁ ମୃତଦେହ ଉଦ୍ଧାର କରିଛି ପୋଲିସ। ଜରଡ଼ା ଥାନାରେ କାର୍ଯ୍ୟରତ ଥିଲେ ମହିଳା। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

powered by social2s