କଟକ: କଟକ ସିଦ୍ଧେଶ୍ୱର ସାହିରେ ଦୁଇଟି ପରିବାର ମଧ୍ୟରେ ସଂଘର୍ଷ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ଜମିଜମା ବିବାଦକୁ ନେଇ ମାମୁ ଓ ଭଣଜା ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ପାଞ୍ଚ ଜଣଙ୍କୁ ଅଟକ ରଖିଛି ଲାଲବାଗ ଥାନା ପୋଲିସ।
powered by social2s

