କଟକରେ ଦୁଇ ପରିବାର ମଧ୍ୟରେ ସଂଘର୍ଷ; ଜଣେ ମୃତ, ୬ ଆହତ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କଟକ: କଟକ ସିଦ୍ଧେଶ୍ୱର ସାହିରେ ଦୁଇଟି ପରିବାର ମଧ୍ୟରେ ସଂଘର୍ଷ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ଜମିଜମା ବିବାଦକୁ ନେଇ ମାମୁ ଓ ଭଣଜା ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ପାଞ୍ଚ ଜଣଙ୍କୁ ଅଟକ ରଖିଛି ଲାଲବାଗ ଥାନା ପୋଲିସ।

powered by social2s