ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା କୋଟବଗଡ଼ ଗାଁରେ ସ୍ତ୍ରୀ ଓ ପୁଅଙ୍କୁ ହତ୍ୟା ପରେ ସ୍ବାମୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ପ୍ରଥମେ ୧୦ ମାସର ପୁଅକୁ ତଣ୍ଟି ଚିପି ହତ୍ୟା କଲା ବାପ। ପରେ ସ୍ତ୍ରୀର ଗଳା କାଟି ବେକରେ ରସି ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
powered by social2s