ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କଟକ: କଟକ ଜିଲ୍ଲା କନ୍ଦରପୁର ଅଞ୍ଚଳରେ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଗୁଳିମାଡ଼ରେ ବ୍ୟବସାୟୀ କ୍ଷୀରୋଦ ଚନ୍ଦ୍ର ସାହୁ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଏସସିବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏକ ବାଇକ୍ ରେ ଆସି ଦୁଇ ଜଣ ଦୁର୍ବୁତ୍ତ ଗୁଳି କରି ଫେରାର ହୋଇଯାଇଛନ୍ତି। ପୂର୍ବଶତ୍ରୁତା ରୁ ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି।

powered by social2s