କଟକରେ ୩୭ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କଟକ: କଟକ ମଙ୍ଗୁଳି ଛକରୁ ୫ କୁଇଣ୍ଟାଲ ୨୦ କେଜି ଗଞ୍ଜେଇ ଜବତ ହୋଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୩୭ ଲକ୍ଷ ଟଙ୍କା। ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗ ରେ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଏକ ୧୦ ଚକିଆ ଟ୍ରକ ରୁ ଦିଲ୍ଲୀ ଚାଲାଣ ବେଳେ Narcotics Control Bureau ଦ୍ୱାରା ଜବତ ହୋଇଛି।

powered by social2s