ବାଲେଶ୍ୱର: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ କୁରୁଡା ଛକରେ ଦୁର୍ବୁତ୍ତଙ୍କ ଗୁଳିମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗୁଳିମାଡ଼ ପରେ ଯୁବକଙ୍କୁ ଦୁର୍ବୁତ୍ତ ମାନେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଫେରାର ହୋଇଥିବା ସୂଚନା ମିଳିଛି। ମୃତ ଯୁବକ ଜଗନ୍ନାଥପଟଣା ଅଂଚଳର ।
powered by social2s

