କଟକ:କଟକରୁ ୧୦ ଲକ୍ଷ ୬୦ ହଜାରରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ ହୋଇଥିବା ଜଣାପଡ଼ିଛି। ୧୧୬ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଲାଲବଗ ଥାନା ପୋଲିସ।
କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ଯେ ଦୁଇ ଜଣ ବ୍ରାଉନସୁଗାର ବେପାରୀ ଗିରଫ ହୋଇଛନ୍ତି ଓ ତାଙ୍କ ଠାରୁ ୨ ଲକ୍ଷ ୩୩ ହଜାର ଟଙ୍କା ଜବତ କରିଛି ପୋଲିସ।
powered by social2s

