ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଭୁବନେଶ୍ୱର: ମମିତା ମେହେର ହତ୍ୟା ମାମଲାରେ ଦାଖଲ ହେଲା ଚାର୍ଜସିଟ୍। ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ଡ୍ରାଇଭର ରାଧେ ନାଁରେ ଚାର୍ଜସିଟ୍ ଦାଖଲ କଲା ବଲାଙ୍ଗୀର ପୋଲିସ। ବଙ୍ଗୋମୁଣ୍ଡା JMFC କୋର୍ଟରେ ଦାଖଲ କରାଯାଇଛି ଚାର୍ଜସିଟ୍। 

powered by social2s