ଭୁବନେଶ୍ୱରରେ ମହିଳାଙ୍କ ବେକରୁ ଚେନ୍ ଝାମ୍ପିନେଲେ ଲୁଟେରା

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଭୁବନେଶ୍ୱର ସୈନିକ ସ୍କୁଲ ନିକଟରେ ଜଣେ ମହିଳାଙ୍କ ବେକରୁ ଚେନ୍ ଝାମ୍ପିନେଲେ ଲୁଟେରା। ଏକ ପଲସର ବାଇକ୍ ରେ ଆସିଥିଲେ ଲୁଟେରା। ମନ୍ଦିରରୁ ଫେରୁଥିବା ବେଳେ ଘଟିଛି ଏହି ଘଟଣା। ସହିଦନଗର ଥାନାରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ କଲା ପୋଲିସ।

powered by social2s