କଟକରେ ୫ ଲକ୍ଷ୍ୟରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜେଇ ଜବତ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କଟକ: କଟକ ମଙ୍ଗୁଳିରୁ ୧ କୁଇଣ୍ଟାଲରୁ ଅଧିକ ପରିମାଣର ଗଞ୍ଜେଇ ଜବତ କଲା ଷ୍ଟେଟ ଫ୍ଲାଇଙ୍ଗ ସ୍କ୍ୱାଡ଼। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ବୋଲି ଜଣାପଡ଼ିଛି । ଏହି ଘଟଣାରେ ଦୁଇ ଜଣ ଗିରଫ ହୋଇଛନ୍ତି।

powered by social2s