ଗଞ୍ଜାମରେ ମହିଳାଙ୍କୁ ପଥରରେ ଛେଚି ହତ୍ୟା

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ବଡ଼ଘାଟି ନିକଟ ରାସ୍ତା କଡ଼ରୁ ଜଣେ ମହିଳାଙ୍କ ରକ୍ତାକ୍ତ ମୃତଦେହ ଠାବ ହୋଇଛି। ମହିଳାଙ୍କ ମୁହଁ ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଁଚିଛି। କେହି ଦୁର୍ବୁତ୍ତ ମହିଳାଙ୍କୁ ପଥରରେ ଛେଚି ହତ୍ୟା କରିଥିବା ସୂଚନା ମିଳିଛି। ମହିଳାଙ୍କ ବୟସ ୩୦ ରି ୩୨ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।

powered by social2s