ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୋଲସରା ଥାନା ମୁକ୍ତାମାଳାଦେଇପୁର ଶାସନ ଗ୍ରାମରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଥିବା ଖବର ମିଳିଛି। ସୂଚନା ଅନୁଯାୟୀ, ଯୁବକ ଅମିତ ଆଚାର୍ଯ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ଆକ୍ରମଣ କରିଥିଲେ କିଛି ଦୁର୍ବୁତ୍ତ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଅପରାଧୀ ମାନେ ଫେରାର ହୋଉଯାଇଛନ୍ତି।
powered by social2s