ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ହିଂଜିଳି ଥାନା ପିତଳ ଛକରେ ୪ ଜଣଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି।କମେଣ୍ଟମରାକୁ ନେଇ ଗୋଷ୍ଠୀ ସଂଘର୍ଷ ପରେ ହତ୍ୟାକାଣ୍ଡ ହୋଇଥିବା ଜଣାପଡ଼ିଛି।ଜଣେ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।ଏହି ଘଟଣାରେ ୩ ଜଣ ଭାଇ ଓ ଜଣେ ପୁତୁରାଙ୍କ ମୃତ୍ୟୁ ହୋଇଛି।ଆକ୍ରମଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ।
powered by social2s

