ନୟାଗଡ଼ରେ ଦଣ୍ଡ ଯାତ୍ରା ବେଳେ ଗଣ୍ଡଗୋଳ, ୧ ମୃତ, ୧୦ ଆହତ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ନୟାଗଡ଼: ନୟାଗଡ଼ ଜିଲ୍ଲା ସିନ୍ଦୁରିଆ ଶିବ ମନ୍ଦିରରେ ଦଣ୍ଡଯାତ୍ରା ଶୋଭାଯାତ୍ରା ବେଳେ ଏକ ବଡ଼ ଧରଣର ଗଣ୍ଡଗୋଳ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଦୁର୍ଗାପ୍ରସାଦ ଗାଁର ନବୀନ ପରିଡ଼ା। ଦୁଇ ଗାଁ ମଧ୍ୟରେ ବଚସା ପରେ ଗଣ୍ଡଗୋଳ ହୋଇଥିଲା। ସ୍ଥାନୀୟ ଥାନା ଅଧିକାରୀଙ୍କ ମୁଣ୍ଡରେ ଆଘାତ ଲାଗିଥିବା ସୂଚନା ମିଳିଛି।

powered by social2s