ଭୁବନେଶ୍ୱର: ଆଜି ଭୁବନେଶ୍ୱର ଅଶୋକ ନଗର ଅଞ୍ଚଳରୁ ରକ୍ତ ଯୁଡୁବୁଡୁ ଅବସ୍ଥାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣା ସ୍ଥଳରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଗତକାଲି ବିଳମ୍ବିତ ରାତିରେ ଯୁବକ ଜଣଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।
powered by social2s

