ତେଲକୋଇ: କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ସିରିଗଡ଼ ଗ୍ରାମରେ ଜଣେ ମହିଳାଙ୍କୁ ତାଙ୍କ ସ୍ଵାମୀ ହତ୍ୟା କରିଥିବା ଜଣାପଡ଼ିଛି। ସୋଇଥିବା ବେଳେ ମହିଳାଙ୍କୁ ତାଙ୍କ ସ୍ଵାମୀ ହତ୍ୟା କରିଥିବା ସୁଚନା ମିଳିଛି ଏହି ଅପରାଧ କରିବା ପରେ ଅଭିଯୁକ୍ତ ଫେରାର ହୋଇଯାଇଛି। ତେବେ ପାରିବାରିକ କଳହ ରୁ ଏହି ଘଟଣା ଘଟିଛି ବୋଲି ସ୍ଥାନୀୟ ଲୋକେ ଅନୁମାନ କରୁଛନ୍ତି।
powered by social2s

