ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନାପାଲି ସହର ରାବଣ ଛକରେ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ବାପା ପୁଅଙ୍କୁ ଗୁଳିମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ। ବାପା ପୁଅଙ୍କୁ ପ୍ରଥମେ ସିନାପାଲି ମେଡିକାଲ ନିଆଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲ୍ଲା ମୁଖ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। କଥା କଟାକଟିରୁ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି।
powered by social2s

