କୁଆଖାଇ ନଦୀକୁ ଡେଇଁଲେ ଯୁବତୀ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ବାଲିଅନ୍ତା ନିକଟରେ କୁଆଖାଇ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଜଣେ ଯୁବତୀ। ଆତ୍ମହତ୍ୟା ଉଦ୍ୟମ ବେଳେ ଉଦ୍ଧାର କଲେ ସ୍ଥାନୀୟ ଲୋକେ। ଯୁବତୀଙ୍କୁ ମଞ୍ଚେଶ୍ବର ଥାନା ପୋଲିସ କ୍ୟାପିଟାଲ ହସ୍ପିଟାଲ୍ ରେ ଭର୍ତ୍ତି କରିଛି। ତାଙ୍କ ହାତର ବିଭିନ୍ନ ସ୍ଥାନରେ କଟା ଦାଗ ରହିଛି।

powered by social2s