ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଭିକାପଡ଼ା ଗାଁରେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି। ଘରେ ସୋଇଥିବା ବେଳେ ବୀରେନ ଦଳେଇ ଗୁଳିମାଡ଼ର ଶିକାର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ଏମ୍ କେ ସି ଜି ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
powered by social2s