ଭୁବନେଶ୍ୱରରେ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଆଜି ଭୁବନେଶ୍ୱର ବରମୁଣ୍ଡା ବସ ଷ୍ଟାଣ୍ଡରେ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ କିଛି ବସ କର୍ମଚାରୀ। ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ଡ୍ରାଇଭର ଓ କଣ୍ଡକ୍ଟର ବସ ଷ୍ଟାଣ୍ଡ ସାରା ଦୌଡ଼ିଲେ। ବସ ଆଗପଛ ଯିବାକୁ ନେଇ ଦୁଇଟି ବସର କର୍ମଚାରୀଙ୍କ ମଧ୍ୟରେ ବଚସା ପରେ ଘଟିଛି ଏଭଳି ଘଟଣା। ଦୁଇ ଜଣ ଆହତ ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲ୍ ରେ ଭର୍ତ୍ତି ହୋଇଛନ୍ତି।

powered by social2s