ଗଞ୍ଜାମରେ ଯୁବକଙ୍କୁ ହତ୍ୟା

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନତାଇ ଗାଁରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ମୃତଦେହ ପଡ଼ିଥିବା ଦେଖି ପୋଲିସ କୁ ଖବର ଦେଲେ ସ୍ଥାନୀୟ ଲୋକେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କାରାଯାଇଥିବା ସନ୍ଦେହ କରାଯାଉଛି।

powered by social2s