Warning: getimagesize(/home/odiaray/public_html/images/22-09-59-download_7.jpeg): failed to open stream: No such file or directory in /home/odiaray/public_html/plugins/content/social2s/features/opengraph.php on line 354

ମହାନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ବୟସ୍କ ନାଗରିକ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କଟକ: କଟକ ଯୋବ୍ରା ବ୍ୟାରେଜରୁ ମହାନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଜଣେ ବୟସ୍କ ନାଗରିକ। ବ୍ୟକ୍ତି ଜଣକ ମହାନଦୀ ବିହାର ଅଞ୍ଚଳର ରତ୍ନାକର ଦାସ। ଅଗ୍ନିଶମ କର୍ମଚାରୀ ତାଙ୍କୁ ଉଦ୍ଧାର କରି ଏସ୍ସିବି ହସ୍ପିଟାଲରେ ଭର୍ତ୍ତି କରିଥିବା ସୂଚନା।

powered by social2s