ଭୁବନେଶ୍ୱର: ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଜାମୁକୋଳି ଅଞ୍ଚଳରେ ଏକ ଘରୋଇ ନର୍ସିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ କଲେଜ ହଷ୍ଟେଲରୁ ଉଦ୍ଧାର ହୋଇଛି। ମୃତ ନର୍ସିଂ ଛାତ୍ରୀଙ୍କ ଘର ବଲାଙ୍ଗିରରେ, ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
powered by social2s