ଜଙ୍ଗଲ ଭିତରେ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା ତିଳେଇମାଳର କାଟେଇ ଜଙ୍ଗଲ ଭିତରେ ଜଣେ ମହିଳାଙ୍କ ମୃତଦେହ ଠାବ ହୋଇଛି। ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତଦେହ ନିକଟରେ ଘୋଷରା ଚିହ୍ନ ଥିବାରୁ ହତ୍ୟା କରାଯାଇଥିବା ଅନୁମାନ କରୁଛି ପୋଲିସ।

powered by social2s