ରାଜଧାନୀର ୟୁନିଟ୍-୮ ହତ୍ୟାକାଣ୍ଡ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଭୁବନେଶ୍ୱରର ୟୁନିଟ୍-୮ର ଏକ ବସ୍ତି ଅଞ୍ଚଳରେ ଜଣଙ୍କୁ ପିଟିପିଟି ହତ୍ୟା କରାଯାଇଛି। ସଂଘବଦ୍ଧ ହୋଇ କେତେଜଣ ଯୁବକ ଜଣଙ୍କୁ ପିଟିପିଟି ହତ୍ୟା କରିଛନ୍ତି। କ୍ୟାପିଟାଲ ହସ୍ପିଟାଲର ଡାକ୍ତର ଯୁବକଙ୍କୁ ମୃତ ଘୋଷଣା କରିଛନ୍ତି।

powered by social2s