ଭୁବନେଶ୍ୱର: ଭୁବନେଶ୍ବରର ଏକ ଘରୋଇ କଲେଜର ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଇନ୍ଫୋସିଟି ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିବା ସୂଚନା। ମୃତକ ହେଲେ ସୂର୍ଯ୍ୟ ପ୍ରକାଶ ପଲେଇ।
powered by social2s