ଭୁବନେଶ୍ୱରରେ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱରରେ ଆଉ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ। ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଞ୍ଚଳରେ ବନ୍ଦ ଭଡା ଘରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କଲା ପୋଲିସ। ମୃତକଙ୍କ ଘର ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲର ଏବଂ ସେ ଭୁବନେଶ୍ୱରରେ ଭଡ଼ାରେ ରହି ଇଞ୍ଜିନିୟରିଂ ପଢ଼ୁଥିଲେ। ସେ ମାତ୍ର ୨୦ ଦିନ ହେଲା ଭଡ଼ାରେ ରହୁଥିଲା ବେଳେ ଆଜି ସନ୍ଦେହଜନକ ଭାବେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି।

powered by social2s