ଭୁବନେଶ୍ୱରରେ ମହିଳାଙ୍କ ମୃତ୍ୟୁ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ ୫ ଅଞ୍ଚଳରେ ଜଣେ ମହିଳାଙ୍କ ସଂଦେହଜନକ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ମହିଳା ହେଲେ ସୁମିତ୍ରା କାଟିଆ। ସେ ତାଙ୍କ ସ୍ୱାମୀଙ୍କ ସହ ରହୁଥିଲେ। ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ।

powered by social2s