ଭୁବନେଶ୍ୱର: ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଅଂଚଳରେ ଜଣେ ମହିଳାଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକ ପ୍ରିୟଙ୍କା ରାୟ ସାମନ୍ତ , ତାଙ୍କ ସ୍ୱାମୀ ଓ ଦୁଇ ପିଲାଙ୍କ ସହ ଏକ ଭଡ଼ା ଘରେ ରହୁଥିଲେ। ଘଟଣାସ୍ଥଳରେ ପହଞ୍ଚି ଚନ୍ଦ୍ରଶେଖରପୁର ପୋଲିସ୍ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।
powered by social2s

