ଭୁବନେଶ୍ୱରରୁ ୧ କୋଟି ଟଙ୍କାର ବ୍ରାଉନ ସୁଗର ଜବତ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଭୁବନେଶ୍ୱରରୁ ୧ କେଜି ୫୦ ଗ୍ରାମ ବ୍ରାଉନ ସୁଗର ଜବତ ହୋଇଥିବା ସୂଚନା ମିଳିଛି। ସୁନ୍ଦରପଦା-ଜଟଣୀ ରାସ୍ତାରେ ଚଢ଼ାଉ କରି ଜବତ କଲା କ୍ରାଇମ ବ୍ରାଞ୍ଚ ସ୍ୱତନ୍ତ୍ର ଟାସ୍କ ଫୋର୍ସ ଓ ପୋଲିସ। ଜବତ ବ୍ରାଉନ ସୁଗରର ଆନୁମାନିକ ମୁଲ୍ୟ ୧ କୋଟି ଟଙ୍କା । ଏହି ଘଟଣାରେ ଜଣେ ଗିରଫ ହୋଇଥିବା ଜଣାପଡ଼ିଛି।

powered by social2s