ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା କରୁଗାଁ ପୋଖରୀରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା। ଘର ପଛପଟ ପୋଖରୀରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଗତକାଲି ଠାରୁ ନିଖୋଜ ଥିଲେ ମହିଳା। ଭଣ୍ଡାରିପୋଖରୀ ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।
powered by social2s