ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୋଡ଼ାମାରି ଓ ଡେଙ୍ଗାଓସ୍ତା ଅଞ୍ଚଳରୁ ୧୦ ଲକ୍ଷ ଟଙ୍କାର ବେଆଇନ ବାଣ ଜବତ ହୋଇଛି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୋଲିସ। ବିନା ଲାଇସେନ୍ସରେ ବାଣ ବିକ୍ରି କରୁଥିବାରୁ ନିଆଯାଇଛି କାର୍ଯ୍ୟାନୁଷ୍ଠାନ।
powered by social2s