ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ମଙ୍ଗଳଯୋଡି ଗାଁ ନିକଟ ବିଲରୁ ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ନିକଟରୁ ବାଇକ୍ ଓ ମୋବାଇଲ ଜବତ କରିଛି ପୁଲିସ ।
powered by social2s