ବାଣ ଫୁଟି ୨୦ ରୁ ଅଧିକ ଆହତ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କେନ୍ଦ୍ରାପଡ଼ା: କାର୍ତ୍ତିକେଶ୍ୱର ଭସାଣ ବେଳେ ବାଣ ଫୁଟି ୨୦ ରୁ ଅଧିକ ଆହତ ହୋଇଛନ୍ତି। କେନ୍ଦ୍ରାପଡ଼ା ସଦର ଥାନା ବାଲିଆ ବଜାରରେ ଭାଷାଣ ବେଳେ ଘଟିଛି ଅଘଟଣ। ସମସ୍ତ ଆହତଙ୍କୁ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି କରଯାଇଛି। ଆହତାଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଭସାଣ ବେଳେ ବାଣ ପ୍ରତିଯୋଗିତା ଚାଲିଥିବା ବେଳେ ହୋଇଥିଲା ବିସ୍ଫୋରଣ।

powered by social2s