ଶିମିଳିପାଳ: ଶିମିଳିପାଳରେ ଦନ୍ତା ହାତୀକୁ ହତ୍ୟା କରି ଦାନ୍ତକାଟି ମୃତଦେହକୁ ପୋଡି ପ୍ରମାଣ ନଷ୍ଟ କରିବା ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ବନ ବିଭାଗ । ବନ୍ୟପ୍ରାଣୀ ଆଇନ ଅନୁସାରେ ରେଞ୍ଜର, ଫରେଷ୍ଟର ଓ ଫରେଷ୍ଟ ଗାର୍ଡଙ୍କୁ ଗିରଫ କରାଯାଇଛି । ପୂର୍ବରୁ ଏମାନଙ୍କୁ ନିଲମ୍ବନ କରାଯାଇଥିଲା । ନିଲମ୍ବିତ କର୍ମଚାରୀଙ୍କ ବିରୋଧରେ ଏତଲା ଦିଆନଯିବାକୁ ନେଇ ପ୍ରଶ୍ନ ଉଠାଇଥିଲେ ହାଇକୋର୍ଟ ।
powered by social2s

