ଶିମିଳିପାଳ ହାତୀ ଶିକାର ଓ ପ୍ରମାଣ ନଷ୍ଟ ଘଟଣା: ଗିରଫ ହେଲେ ନିଲମ୍ବିତ ୩ ବନ କର୍ମଚାରୀ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଶିମିଳିପାଳ: ଶିମିଳିପାଳରେ ଦନ୍ତା ହାତୀକୁ ହତ୍ୟା କରି ଦାନ୍ତକାଟି ମୃତଦେହକୁ ପୋଡି ପ୍ରମାଣ ନଷ୍ଟ କରିବା ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ବନ ବିଭାଗ । ବନ୍ୟପ୍ରାଣୀ ଆଇନ ଅନୁସାରେ ରେଞ୍ଜର, ଫରେଷ୍ଟର ଓ ଫରେଷ୍ଟ ଗାର୍ଡଙ୍କୁ ଗିରଫ କରାଯାଇଛି । ପୂର୍ବରୁ ଏମାନଙ୍କୁ ନିଲମ୍ବନ କରାଯାଇଥିଲା । ନିଲମ୍ବିତ କର୍ମଚାରୀଙ୍କ ବିରୋଧରେ ଏତଲା ଦିଆନଯିବାକୁ ନେଇ ପ୍ରଶ୍ନ ଉଠାଇଥିଲେ ହାଇକୋର୍ଟ ।

powered by social2s