ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ନାଚୁଣି ବଜାର ନିକଟରେ ଥିବା ଏକ ଏଟିଏମ୍ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୁତ୍ତ। ଏଚ୍ଡିଏଫସି ବ୍ୟାଙ୍କର ଏଟିଏମ୍ ରୁ ଗତକାଲି ବିଳମ୍ବିତ ରାତିରେ ଲୁଟ୍ ହୋଇଥିବା ସୂଚନା। ଘଟଣାସ୍ଥଳରେ ବାଣପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
powered by social2s