ବିଜେବି କଲେଜରେ ଛାତ୍ରଙ୍କୁ ମାଡ଼ମରା ଘଟଣା: ୩ ଛାତ୍ର ଗିରଫ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଭୁବନେଶ୍ୱର: ଭୁବନେଶ୍ୱର ବିଜେବି କଲେଜର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଙ୍କୁ ମାଡ଼ମରା ଘଟଣାରେ ୩ ଜଣଙ୍କୁ କରାଯାଇଛି। ଗିରଫ ଛାତ୍ରମାନେ ହେଲେ +୨ ଦ୍ୱିତୀୟ ବର୍ଷର ଛାତ୍ର। ଏହି ଘଟଣାରେ ଅଟକ ଥିବା ଜଣେ ନାବାଳକକୁ ସୁଧାର ଗୃହକୁ ପଠାଇଛି ପୁଲିସ।

powered by social2s